ଆଜି ରାଜ୍ୟ କ୍ୟାବିନେଟ ବୈଠକ: ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ଲାଗିବା ସମ୍ଭାବନା

ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

Image Courtesy of Zee News

ଭୁବନେଶ୍ବର: ଆଜି ବସିବ ରାଜ୍ୟ କ୍ୟାବିନେଟ ବୈଠକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସଂଧ୍ୟା ୫.୩୦ଟାରେ ବସିବ କ୍ୟାବିନେଟ ବୈଠକ। ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ଲାଗିବା ସମ୍ଭାବନା ରହିଛି। ଆସନ୍ତା ସପ୍ତାହରେ ପଂଚାୟତ ନିର୍ବାଚନ ଲାଗି ତାରିଖ ଘୋଷଣା ହେବାକୁ ଥିବାରୁ ଆଜିର କ୍ୟାବିନେଟ ବୈଠକ ବେଶ୍ ଗୁରୁତ୍ୱପୂର୍ଣ୍ଣ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe