ଭୁବନେଶ୍ବର : ଆସନ୍ତା ୧୯ ତାରିଖ ପୂର୍ବାହ୍ନ ୧୦ଟାରେ ରାଜ୍ୟ କ୍ୟାବିନେଟ୍ ବୈଠକ ବସିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଭର୍ଚୁଆଲ୍ ପ୍ଲାଟ୍ଫର୍ମରେ ବୈଠକ ବସିବ। ବିଧାନସଭା ଅଧିବେଶନ ଚାଲୁଥିବା ସମୟରେ କ୍ୟାବିନେଟ୍ ବୈଠକ ଡକାଯାଇଥିବାରୁ ଏଥିରେ କିଛି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ପାରିତ ହେବାର ସମ୍ଭାବନା ରହିଛି। ତେବେ ବୈଠକର ଏଜେଣ୍ଡା ସମ୍ପର୍କରେ ନିର୍ଦ୍ଦିଷ୍ଟ ସୂଚନା ମିଳିପାରି ନାହିଁ।
୧୯ରେ କ୍ୟାବିନେଟ୍, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଭର୍ଚୁଆଲ୍ ପ୍ଲାଟ୍ଫର୍ମରେ ବୈଠକ ବସିବ
Advertisment
Follow Us