ଭୁବନେଶ୍ବର : ଆସନ୍ତା ୨୨ତାରିଖରେ ରାଜ୍ୟ କ୍ୟାବିନେଟ୍ ବୈଠକ ବସିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା କ୍ୟାବିନେଟରେ କିଛି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ପାରିତ ହେବାର ସମ୍ଭାବନା ଅଛି। ତେବେ ବୈଠକର ଏଜେଣ୍ଡା ସମ୍ପର୍କରେ ନିର୍ଦ୍ଦିଷ୍ଟ ସୂଚନା ମିଳିପାରି ନାହିଁ।
୨୨ରେ କ୍ୟାବିନେଟ୍, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ
/sambad/media/post_attachments/wp-content/uploads/2021/07/naveen-patnaik.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)