୨୨ରେ କ୍ୟାବିନେଟ୍, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ

ଭୁବନେଶ୍ବର : ଆସନ୍ତା ୨୨ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ବସିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା କ୍ୟାବିନେଟରେ କିଛି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ପାରିତ ହେବାର ସମ୍ଭାବନା ଅଛି। ତେବେ ବୈଠକର ଏଜେଣ୍ଡା ସମ୍ପର୍କରେ ନିର୍ଦ୍ଦିଷ୍ଟ ସୂଚନା ମିଳିପାରି ନାହିଁ।

ସମ୍ବନ୍ଧିତ ଖବର