ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଆରମ୍ଭ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ୍‌ର ବୈଠକ ଶନିବାର ସନ୍ଧ୍ୟାରେ ଆରମ୍ଭ ହୋଇଯାଇଛି। ସଚିବାଳୟରେ ଅନୁଷ୍ଠିତ ଏହି ବୈଠକରେ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯିବ ବୋଲି ଅନୁମାନ କରାଯାଉଛି।

ସମ୍ବନ୍ଧିତ ଖବର