ସମ୍ବଲପୁରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜୋରଦାର ପ୍ରଚାର

ସମ୍ବଲପୁରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜୋରଦାର ପ୍ରଚାର

ସମ୍ବଲପୁର: ସମ୍ବଲପୁରରେ ବିଜେଡି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଛନ୍ତି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ। ରାଜ୍ୟ ସରକାର ଆଣିଥିବା ବିଭିନ୍ନ ଯୋଜନା ଭଲ କି ନାହିଁ ବୋଲି ପଚାରିବା ସହ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ଭିକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନ। ବିଜେଡି ସରକାର ମାଗଣା ବିଜୁଳି ଦେବେ। ଜୁଲାଇ ମାସରୁ ବିଜୁଳି ବିଲ୍ ଆସିବ ନାହିଁ।

ଏହାସହ ବିରୋଧୀଙ୍କୁ ଟାର୍ଗେଟ କରି କହିଛନ୍ତି, ବିରୋଧୀ ଦଳର ନେତା ମିଛ କହୁଛନ୍ତି । କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି । ତେଣୁ ସେମାନଙ୍କୁ ବିଶ୍ୱାସ ନ କରି ବିଜେଡି ପ୍ରାର୍ଥୀଙ୍କୁ ଭରସିବା ସହ ଶଙ୍ଖ ଚିହ୍ନରେ ଭୋଟ ଦେବାକୁ ଅପିଲ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe