କଣ୍ଟାମାଳ: କଣ୍ଟାମାଳ ବ୍ଲକ୍ ଲମ୍ବସରୀ ପଞ୍ଚାୟତ ଖମାର ଗାଁରେ କଣ୍ଟାମାଳ ଥାନା ପୁଲିସ ଚଢ଼ଉ କରି ସାଢ଼େ ୩ କ୍ବିଣ୍ଟାଲ ଗଞ୍ଜେଇ ଜବତ କରିଛି।
ଏହି ମାମଲାରେ ସଂପୃକ୍ତ ଗଞ୍ଜେଇ ବେପାରୀ ସୀତାରାମ ଷଡ଼ଙ୍ଗୀଙ୍କୁ ଗିରଫ କରିଛି। ଏ ନେଇ ଥାନାରେ ଏକ ମାମଲା ରୁଜୁ ହୋଇଥିବା ବେଳେ ଅଧିକ ତଦନ୍ତ ଜାରି ରହିଛି ବୋଲି ଏସ୍ପି ରାଜ ପ୍ରସାଦ ସୂଚନା ଦେଇଛନ୍ତି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2023/03/18-15.jpg)