ଏନ୍‌ଏଚ୍‌ଆର୍‌ସିରେ ମାମଲା

ଭୁବନେଶ୍ବର: ଭଦ୍ରକରେ ବିଷାକ୍ତ ମଦ ପିଇ ୫ଜଣଙ୍କ ମୃତ୍ୟୁ ଘଟଣାରେ ଜାତୀୟ ମାନବାଧିକାର କମିସନଙ୍କ ପାଖରେ ସ୍ବେଚ୍ଛାସେବୀ ସଂଗଠନ ସିଭିଲ ସୋସାଇଟି ଫୋରମ୍ ଅନ୍ ହ୍ୟୁମାନ ରାଇଟ୍ସ ପକ୍ଷରୁ ମାମଲା ଦାୟର କରାଯାଇଛି। ଏହି ଘଟଣାରେ ରାଜ୍ୟ ସରକାରଙ୍କ ଅବହେଳା ଦାୟି ବୋଲି ଦର୍ଶାଯାଇ ମୁଖ୍ୟ ଶାସନ ସଚିବ, ପୁଲିସ ଡିଜି, ଜିଲ୍ଲା ମାଜିଷ୍ଟ୍ରେଟ୍ ଓ ଭଦ୍ରକ ଏସପିଙ୍କୁ ନୋଟିସ କରିବାକୁ ଆବେଦନକାରୀ ଏନଏଚଆରସିଙ୍କୁ ଅନୁରୋଧ କରିଛନ୍ତି।

ସମ୍ବନ୍ଧିତ ଖବର