ଛତିଶା ନିଯୋଗ ବୈଠକ: ସ୍ନାନ ପୂର୍ଣ୍ଣିମା ଠାରୁ ନିଳାଦ୍ରୀବିଜେ ଯାଏଁ ନୀତି ନିର୍ଘଣ୍ଟ ନେଇ ଆଲୋଚନା

ପୁରୀ: ବିଶ୍ୱପ୍ରସିଦ୍ଧ ଶ୍ରୀମନ୍ଦିରର ଛତିଶା ନିଯୋଗ ବୈଠକ ରବିବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇ ଯାଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ପ୍ରଦୀପ୍ତ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଜିଲ୍ଲାପାଳ ବଳଓ୍ଵନ୍ତ ସିଂହ ଓ ଏସ୍‌ପି ଉମାଶଙ୍କର ଦାଶ ଉପସ୍ଥିତ ଥିଲେ। ବୈଠକରେ ସ୍ନାନ ପୂର୍ଣ୍ଣିମା ଠାରୁ ନିଳାଦ୍ରୀବିଜେ ପର୍ଯ୍ୟନ୍ତ ମହାପ୍ରଭୁଙ୍କ ନୀତି ନିର୍ଘଣ୍ଟ ନେଇ ଆଲୋଚନା ହୋଇଛି।

ସମ୍ବନ୍ଧିତ ଖବର