ଶ୍ରୀମନ୍ଦିର ଛତିଶା ନିଯୋଗର ବୈଠକ ଆରମ୍ଭ

ପୁରୀ: ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକ ଶ୍ରୀମନ୍ଦିର କାର୍ଯ୍ୟାଳୟ ଠାରେ ଶନିବାର ସନ୍ଧ୍ୟାରେ ଆରମ୍ଭ ହୋଇ ଯାଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପ୍ରଦୀପ କୁମାର ଜେନା ବୈଠକରେ ଅଧ୍ୟକ୍ଷତା କରିଛନ୍ତି। ଶ୍ରୀଜଗନ୍ନାଥଙ୍କ ବହୁ ଗୁରୁତ୍ୱପୂର୍ଣ୍ଣ ନୀତି ସମ୍ପର୍କରେ ଆଲୋଚନା ହେବାକୁ ଥିବା ବୈଠକରେ ସେବାୟତମାନେ ମଧ୍ୟ ଉପସ୍ଥିତ ଅଛନ୍ତି।

ସମ୍ବନ୍ଧିତ ଖବର