ଭୁବନେଶ୍ବର: ରାଜ୍ୟର ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ଶନିବାର ମତଦାନ ଜାରି ରହିଛି। ଏପରିସ୍ଥଳେ ରାଜ୍ୟର ଭୋଟରଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅପିଲ୍ କରିଛନ୍ତି।
ସେ ନିଜ ଏକ୍ସ ହ୍ୟାଣ୍ଡେଲରେ କହିଛନ୍ତି ଗଣତନ୍ତ୍ରରେ ମତଦାନ ଆପଣଙ୍କ ଅଧିକାର। ଆପଣଙ୍କ ପ୍ରତିଟି ଭୋଟ୍ ଅତ୍ୟନ୍ତ ମୂଲ୍ୟବାନ। ଆସନ୍ତୁ ଗଣତନ୍ତ୍ରର ଏହି ମହାପର୍ବରେ ସାମିଲ ହେବା। ବିପୁଳ ସଂଖ୍ୟାରେ ମତଦାନ କରି ବିକାଶରେ ସହଭାଗୀ ସାଜିବା।
ଗଣତନ୍ତ୍ରରେ ମତଦାନ ଆପଣଙ୍କ ଅଧିକାର। ଆପଣଙ୍କ ପ୍ରତିଟି ଭୋଟ୍ ଅତ୍ୟନ୍ତ ମୂଲ୍ୟବାନ। ଆସନ୍ତୁ ଗଣତନ୍ତ୍ରର ଏହି ମହାପର୍ବରେ ସାମିଲ ହେବା। ବିପୁଳ ସଂଖ୍ୟାରେ ମତଦାନ କରି ବିକାଶରେ ସହଭାଗୀ ସାଜିବା। #GeneralElection2024pic.twitter.com/CuJ8Gn0Zk6
— Naveen Patnaik (@Naveen_Odisha) June 1, 2024