ରାଜ୍ୟର ଭୋଟରଙ୍କୁ ଅପିଲ୍ କଲେ ମୁଖ୍ୟମନ୍ତ୍ରୀ

Advertisment
ରାଜ୍ୟର ଭୋଟରଙ୍କୁ ଅପିଲ୍ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟର ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ଶନିବାର ମତଦାନ ଜାରି ରହିଛି। ଏପରିସ୍ଥଳେ ରାଜ୍ୟର ଭୋଟରଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅପିଲ୍ କରିଛନ୍ତି।

ସେ ନିଜ ଏକ୍ସ ହ୍ୟାଣ୍ଡେଲରେ କହିଛନ୍ତି ଗଣତନ୍ତ୍ରରେ ମତଦାନ ଆପଣଙ୍କ ଅଧିକାର। ଆପଣଙ୍କ ପ୍ରତିଟି ଭୋଟ୍ ଅତ୍ୟନ୍ତ ମୂଲ୍ୟବାନ। ଆସନ୍ତୁ ଗଣତନ୍ତ୍ରର ଏହି ମହାପର୍ବରେ ସାମିଲ ହେବା। ବିପୁଳ ସଂଖ୍ୟାରେ ମତଦାନ କରି ବିକାଶରେ ସହଭାଗୀ ସାଜିବା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe