ଭୁବନେଶ୍ବର: ଆଲୋକ ଓ ଆନନ୍ଦର ପର୍ବ ଦୀପାବଳି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡ଼ିଶାର ଜନସାଧାରଣଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ ସୋସିଆଲ ମିଡିଆ ଏକ୍ସରେ ପୋଷ୍ଟ କରିଛନ୍ତି ଯେ, ଓଡ଼ିଶାର ସମସ୍ତ ଭାଇ ଓ ଭଉଣୀମାନଙ୍କୁ ମୋର ହାର୍ଦ୍ଦିକ ଅଭିନନ୍ଦନ।
ଆଲୋକ ଓ ଆନନ୍ଦର ପର୍ବ ଦୀପାବଳି ଅବସରରେ ଓଡ଼ିଶାର ସମସ୍ତ ଭାଇ ଓ ଭଉଣୀ ମାନଙ୍କୁ ମୋର ହାର୍ଦ୍ଦିକ ଅଭିନନ୍ଦନ । ଏହି ଅବସରରେ ସମସ୍ତଙ୍କ ଜୀବନରୁ ଅନ୍ଧକାର ଦୂର ହୋଇ ଜ୍ଞାନର ଅଭ୍ୟୁଦୟ ହେଉ ଏତିକି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ମୋର ପ୍ରାର୍ଥନା । pic.twitter.com/iNvVLL3c91
— Mohan Charan Majhi (@MohanMOdisha) October 31, 2024
ଦୀପାବଳି ଅବସରରେ ସମସ୍ତଙ୍କ ଜୀବନରୁ ଅନ୍ଧକାର ଦୂର ହୋଇ ଜ୍ଞାନର ଅଭ୍ୟୁଦୟ ହେଉ ଏତିକି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ମୋର ପ୍ରାର୍ଥନା ।
ଏହା ସହିତ ମୁଖ୍ୟମନ୍ତ୍ରୀ ଅକ୍ଟୋବର ୩୧ ଲୌହମାନବ, ଭାରତ ରତ୍ନ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜୟନ୍ତୀ ଅବସରରେ ବିନମ୍ର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।
ଲୌହମାନବ, ଭାରତ ରତ୍ନ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜୟନ୍ତୀରେ ବିନମ୍ର ଶ୍ରଦ୍ଧାଞ୍ଜଳି।
— Mohan Charan Majhi (@MohanMOdisha) October 31, 2024
'ରାଷ୍ଟ୍ରୀୟ ଏକତା ଦିବସ' ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ। ସମସ୍ତେ ଏକତ୍ରିତ ହେବା, ବିକଶିତ ଭାରତର ସ୍ୱପ୍ନକୁ ସାକାର କରିବା।#RashtriyaEktaDiwas pic.twitter.com/zbWeco9ghs
ମୁଖ୍ୟମନ୍ତ୍ରୀ କହିଛନ୍ତି 'ରାଷ୍ଟ୍ରୀୟ ଏକତା ଦିବସ' ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ। ସମସ୍ତେ ଏକତ୍ରିତ ହେବା, ବିକଶିତ ଭାରତର ସ୍ୱପ୍ନକୁ ସାକାର କରିବା।