ଅଦ୍ୟତନ ହୋଇଛି
ଭୁବନେଶ୍ବର: ଆଲୋକ ଓ ଆନନ୍ଦର ପର୍ବ ଦୀପାବଳି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡ଼ିଶାର ଜନସାଧାରଣଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ ସୋସିଆଲ ମିଡିଆ ଏକ୍ସରେ ପୋଷ୍ଟ କରିଛନ୍ତି ଯେ, ଓଡ଼ିଶାର ସମସ୍ତ ଭାଇ ଓ ଭଉଣୀମାନଙ୍କୁ ମୋର ହାର୍ଦ୍ଦିକ ଅଭିନନ୍ଦନ।
ମୁଖ୍ୟମନ୍ତ୍ରୀ କହିଛନ୍ତି 'ରାଷ୍ଟ୍ରୀୟ ଏକତା ଦିବସ' ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ। ସମସ୍ତେ ଏକତ୍ରିତ ହେବା, ବିକଶିତ ଭାରତର ସ୍ୱପ୍ନକୁ ସାକାର କରିବା।
Follow Us