କନଷ୍ଟେବଳ ନିଯୁକ୍ତି ପରୀକ୍ଷାରେ କୃତକାର୍ଯ୍ୟ ପରୀକ୍ଷାର୍ଥୀଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

Advertisment

ରାଜ୍ୟରେ କନଷ୍ଟେବଳ / ସିପାହୀ ନିଯୁକ୍ତି ପାଇଁ ହୋଇଥିବା ପରୀକ୍ଷାରେ କୃତକାର୍ଯ୍ୟ ସମସ୍ତ ପରୀକ୍ଷାର୍ଥୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋସିଆଲ ମିଡିଆ ଏକ୍ସରେ ଅଭିନନ୍ଦନ ଜଣାଇଛନ୍ତି...

Updated On

ରାଜ୍ୟରେ କନଷ୍ଟେବଳ / ସିପାହୀ ନିଯୁକ୍ତି ପାଇଁ ହୋଇଥିବା ପରୀକ୍ଷାରେ କୃତକାର୍ଯ୍ୟ ସମସ୍ତ ପରୀକ୍ଷାର୍ଥୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋସିଆଲ ମିଡିଆ ଏକ୍ସରେ ଅଭିନନ୍ଦନ ଜଣାଇଛନ୍ତି...

ଅଦ୍ୟତନ ହୋଇଛି
Chief Minister congratulates candidates for passing constable recruitment exam

Chief Minister congratulates candidates for passing constable recruitment exam

ଭୁବନେଶ୍ବର: ରାଜ୍ୟରେ କନଷ୍ଟେବଳ / ସିପାହୀ ନିଯୁକ୍ତି ପାଇଁ ହୋଇଥିବା ପରୀକ୍ଷାରେ କୃତକାର୍ଯ୍ୟ ସମସ୍ତ ପରୀକ୍ଷାର୍ଥୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଭିନନ୍ଦନ ଜଣାଇଛନ୍ତି।

କନଷ୍ଟେବଳ / ସିପାହୀ ଭାବେ ଏହି ନିଯୁକ୍ତି ଲୋକଙ୍କୁ ଆହୁରି ଉନ୍ନତ ପୁଲିସ ସେବା ପ୍ରଦାନରେ ସହାୟକ ହେବା ସହ ରାଜ୍ୟରେ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ କରିବ।

ଅଧିକ ପଢ଼ନ୍ତୁ: ସାରଥିଙ୍କୁ କେନ୍ଦ୍ରାପଡ଼ାକୁ ସର୍ତ୍ତମୂଳକ ପ୍ରବେଶ ଅନୁମତି: ବାରିମୂଳ ଆଶ୍ରମ ମନା

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe