Chief Minister extends Dussehra greetings to the people of the state
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟବାସୀଙ୍କୁ ଦଶହରାର ଶୁଭକାମନା ଜଣାଇଛନ୍ତି।
ଜଗଜ୍ଜନନୀ, ଦୁର୍ଗତି ନାଶିନୀ, ମା’ଦୁର୍ଗା ଆପଣଙ୍କୁ ସୁଖ, ସମୃଦ୍ଧି ଓ ଶାନ୍ତି ପ୍ରଦାନ କରିବା ସହ ଜଗତର କଲ୍ୟାଣ କରନ୍ତୁ।
Follow Us