ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ବନ୍ଦ ରହିବ

ଭୁବନେଶ୍ବର : ସାଧାରଣ ନିର୍ବାଚନ ପାଇଁ ଆଜିଠାରୁ ସାରା ରାଜ୍ୟରେ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଛି। ଏହାକୁ ନଜରରେ ରଖି ସୋମବାରଠାରୁ ନିର୍ବାଚନ ପ୍ରକ୍ରିୟା ‌େଶଷ ହେବା ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ବନ୍ଦ ରହିବ ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି।

ସମ୍ବନ୍ଧିତ ଖବର