ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭେଟିଛନ୍ତି। ସାକ୍ଷାତ୍ ସମୟରେ ଓଡ଼ିଶାର ବିଭିନ୍ନ ବିକାଶମୂଳକ କାର୍ଯ୍ୟ, ଭବିଷ୍ୟତ କାର୍ଯ୍ୟପନ୍ଥା, କେନ୍ଦ୍ର ରାଜ୍ୟ ସୁସମନ୍ଵୟ ତଥା ରାଜ୍ୟର ସାମଗ୍ରିକ ବିକାଶକୁ ତ୍ୱରାନ୍ୱିତ କରିବା ଉପରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଛି।
ସାକ୍ଷାତ୍ ସମ୍ପର୍କରେ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି,‘ଆଜି ମାନନୀୟ ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କରିବାର ସୌଭାଗ୍ୟ ଲାଭ କଲି । ଓଡ଼ିଶାର ବିକାଶ ପାଇଁ ତାଙ୍କର ପ୍ରେରଣା ଓ ଅତୁଟ ସମର୍ଥନ ନିମନ୍ତେ କୃତଜ୍ଞ ।
ଆଜି ମାନନୀୟ ପ୍ରଧାନମନ୍ତ୍ରୀ ଶ୍ରୀ @narendramodi ଙ୍କୁ ସାକ୍ଷାତ କରିବାର ସୌଭାଗ୍ୟ ଲାଭ କଲି । ଓଡ଼ିଶାର ବିକାଶ ପାଇଁ ତାଙ୍କର ପ୍ରେରଣା ଓ ଅତୁଟ ସମର୍ଥନ ନିମନ୍ତେ କୃତଜ୍ଞ । ଏହି ଅବସରରେ ଓଡ଼ିଶାର ବିଭିନ୍ନ ବିକାଶମୂଳକ କାର୍ଯ୍ୟ, ଭବିଷ୍ୟତ କାର୍ଯ୍ୟପନ୍ଥା, କେନ୍ଦ୍ର ରାଜ୍ୟ ସୁସମନ୍ଵୟ ତଥା ରାଜ୍ୟର ସାମଗ୍ରିକ ବିକାଶକୁ ତ୍ୱରାନ୍ୱିତ… pic.twitter.com/DqniUXaKYH
— Mohan Charan Majhi (@MohanMOdisha) July 12, 2025
ଅଧିକ ପଢ଼ନ୍ତୁ ସୁସ୍ଥ ହୋଇ ଫେରିଲେ ନବୀନ
ଏହି ଅବସରରେ ଓଡ଼ିଶାର ବିଭିନ୍ନ ବିକାଶମୂଳକ କାର୍ଯ୍ୟ, ଭବିଷ୍ୟତ କାର୍ଯ୍ୟପନ୍ଥା, କେନ୍ଦ୍ର ରାଜ୍ୟ ସୁସମନ୍ଵୟ ତଥା ରାଜ୍ୟର ସାମଗ୍ରିକ ବିକାଶକୁ ତ୍ୱରାନ୍ୱିତ କରିବା ଉପରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଛି। କେନ୍ଦ୍ର ଓ ରାଜ୍ୟ ମିଳିତ ଭାବେ ସମୃଦ୍ଧ ଓଡ଼ିଶା, ବିକଶିତ ଭାରତର ଲକ୍ଷ୍ୟ ହାସଲ କରିବା ନିମନ୍ତେ ପ୍ରତିଶ୍ରୁତିବଦ୍ଧ ।’
pm-narendra-modi | CM Mohan Charan Majhi | BJP
ଅଧିକ ପଢ଼ନ୍ତୁ ଆଉ କେହି ନିଜକୁ କହିବେନି 'ଆମେ ପଛ ଧାଡ଼ିର ପିଲା': ସ୍କୁଲରୁ ହଟିଯିବ ‘ବ୍ୟାକ୍ ବେଞ୍ଚର’ ବ୍ୟବସ୍ଥା, ଫିଲ୍ମ ଦେଲା ପ୍ରେରଣା