ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭେଟିଛନ୍ତି। ସାକ୍ଷାତ୍ ସମୟରେ ଓଡ଼ିଶାର ବିଭିନ୍ନ ବିକାଶମୂଳକ କାର୍ଯ୍ୟ, ଭବିଷ୍ୟତ କାର୍ଯ୍ୟପନ୍ଥା, କେନ୍ଦ୍ର ରାଜ୍ୟ ସୁସମନ୍ଵୟ ତଥା ରାଜ୍ୟର ସାମଗ୍ରିକ ବିକାଶକୁ ତ୍ୱରାନ୍ୱିତ କରିବା ଉପରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଛି।
ଅଧିକ ପଢ଼ନ୍ତୁ ସୁସ୍ଥ ହୋଇ ଫେରିଲେ ନବୀନ
ଏହି ଅବସରରେ ଓଡ଼ିଶାର ବିଭିନ୍ନ ବିକାଶମୂଳକ କାର୍ଯ୍ୟ, ଭବିଷ୍ୟତ କାର୍ଯ୍ୟପନ୍ଥା, କେନ୍ଦ୍ର ରାଜ୍ୟ ସୁସମନ୍ଵୟ ତଥା ରାଜ୍ୟର ସାମଗ୍ରିକ ବିକାଶକୁ ତ୍ୱରାନ୍ୱିତ କରିବା ଉପରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଛି। କେନ୍ଦ୍ର ଓ ରାଜ୍ୟ ମିଳିତ ଭାବେ ସମୃଦ୍ଧ ଓଡ଼ିଶା, ବିକଶିତ ଭାରତର ଲକ୍ଷ୍ୟ ହାସଲ କରିବା ନିମନ୍ତେ ପ୍ରତିଶ୍ରୁତିବଦ୍ଧ ।’
pm-narendra-modi | CM Mohan Charan Majhi | BJP
ଅଧିକ ପଢ଼ନ୍ତୁ ଆଉ କେହି ନିଜକୁ କହିବେନି 'ଆମେ ପଛ ଧାଡ଼ିର ପିଲା': ସ୍କୁଲରୁ ହଟିଯିବ ‘ବ୍ୟାକ୍ ବେଞ୍ଚର’ ବ୍ୟବସ୍ଥା, ଫିଲ୍ମ ଦେଲା ପ୍ରେରଣା
Follow Us