ଭୁବନେଶ୍ବର: ଆସନ୍ତା ସୋମବାର ୧୫ ତାରିଖରେ ପୁଣି ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ ନିଜ ଅଭିଯୋଗ ପ୍ରକୋଷ୍ଠରେ ପୁଣି ଜନସାଧାରଣଙ୍କ ଅଭିଯୋଗର ଶୁଣାଣି କରିବେ। ଉକ୍ତ ଦିନ ପୂର୍ବାହ୍ନ ୧୧ଟାରୁ ଅଭିଯୋଗର ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ। ଏଥିଲାଗି ଇଚ୍ଛୁକ ଲୋକେ ସୋମବାର ସକାଳ ୮ଟାରୁ ୧୨ ଟା ଯାଏ ନିଜ ନିଜ ନାମ ପଞ୍ଜୀକରଣ କରିପାରିବେ। ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ୍ରଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆସନ୍ତା ସୋମବାର ପୁଣି ଜନସାଧାରଣଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
/sambad/media/post_attachments/wp-content/uploads/2024/07/mohan-charan-majhi-fb.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)