ଆସନ୍ତା ସୋମବାର ପୁଣି ଜନସାଧାରଣଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

Advertisment
‘ହର ଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

Facebook

ଭୁବନେଶ୍ବର: ଆସନ୍ତା ସୋମବାର ୧୫ ତାରିଖରେ ପୁଣି ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ ନିଜ ଅଭିଯୋଗ ପ୍ରକୋଷ୍ଠରେ ପୁଣି ଜନସାଧାରଣଙ୍କ ଅଭିଯୋଗର ଶୁଣାଣି କରିବେ। ଉକ୍ତ ଦିନ ପୂର୍ବାହ୍ନ ୧୧ଟାରୁ ଅଭିଯୋଗର ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ। ଏଥିଲାଗି ଇଚ୍ଛୁକ ଲୋକେ ସୋମବାର ସକାଳ ୮ଟାରୁ ୧୨ ଟା ଯାଏ ନିଜ ନିଜ ନାମ  ପଞ୍ଜୀକରଣ  କରିପାରିବେ। ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ୍ରଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe