ଭୁବନେଶ୍ବର: ପବିତ୍ର ଶ୍ରୀରାମ ନବମୀ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି। ତାଙ୍କ ସୋସିଆଲ ମିଡ଼ିଆ ହ୍ୟାଣ୍ଡେଲ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ପବିତ୍ର ଶ୍ରୀରାମ ନବମୀ ଉପଲକ୍ଷେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା ଜଣାଉଛି। ମର୍ଯ୍ୟାଦାପୁରୁଷ ପ୍ରଭୁ ଶ୍ରୀରାମଙ୍କ ଆଶୀର୍ବାଦରୁ ପ୍ରତ୍ଯେକଟି ଜୀବନ ମଙ୍ଗଳମୟ ହେଉ।
ପବିତ୍ର ଶ୍ରୀରାମ ନବମୀ ଉପଲକ୍ଷେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା ଜଣାଉଛି। ମର୍ଯ୍ୟାଦାପୁରୁଷ ପ୍ରଭୁ ଶ୍ରୀରାମଙ୍କ ଆଶୀର୍ବାଦରୁ ପ୍ରତ୍ଯେକଟି ଜୀବନ ମଙ୍ଗଳମୟ ହେଉ। #ରାମନବମୀpic.twitter.com/W8sEwmepfR
— Naveen Patnaik (@Naveen_Odisha) April 17, 2024
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2024/04/777-1.jpg)