ପବିତ୍ର ଶ୍ରୀରାମ ନବମୀରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ପବିତ୍ର ଶ୍ରୀରାମ ନବମୀରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ପବିତ୍ର ଶ୍ରୀରାମ ନବମୀ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି। ତାଙ୍କ ସୋସିଆଲ ମିଡ଼ିଆ ହ୍ୟାଣ୍ଡେଲ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ପବିତ୍ର ଶ୍ରୀରାମ ନବମୀ ଉପଲକ୍ଷେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା ଜଣାଉଛି। ମର୍ଯ୍ୟାଦାପୁରୁଷ ପ୍ରଭୁ ଶ୍ରୀରାମଙ୍କ ଆଶୀର୍ବାଦରୁ ପ୍ରତ୍ଯେକଟି ଜୀବନ ମଙ୍ଗଳମୟ ହେଉ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe