ସହିଦଙ୍କ ପରିବାର ପାଇଁ ୫ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

Advertisment
ଜୀବନବ୍ୟାପୀ ସାଧନା ପୁରସ୍କାର ପ୍ରଦାନ କରା ନ ଯିବା ଦୁର୍ଭାଗ୍ୟଜନକ: ଓଡ଼ିଶୀ ଶିଳ୍ପୀ ମହାସଂଘ

Bhubaneswar, Orissa. For Archive. Date:24/12/2010. Chief Minister Naveen Patnaik is at a function in Bhubaneswar. Photo: Ashoke Chakrabarty

ଭୁବନେଶ୍ୱର: ଜମ୍ମୁ ଓ କଶ୍ମୀରରେ ଆତଙ୍କବାଦୀ ଆକ୍ରମଣରେ ସହିଦ ଓଡ଼ିଆ ସିଆରପିଏଫ୍‌ ଯବାନ ପ୍ରଦୀପ ପଣ୍ଡାଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରତିଷ୍ଠିତ ପ୍ରତିରକ୍ଷା ଓ ଅର୍ଧ ସାମରିକ କର୍ମଚାରୀ ରିଲିଫ ପାଣ୍ଠିରୁ ଏହି ସହାୟତା ରାଶି ପ୍ରଦାନ କରାଯିବ। ଏହି ପାଣ୍ଠିରୁ ସହିଦଙ୍କ ବିଧବା ପତ୍ନୀଙ୍କ ପାଇଁ ମାସିକ ୨ ହଜାର ଟଙ୍କାର ପେନ୍‌ସନ୍‌ ବ୍ୟବସ୍ଥା ମଧ୍ୟ ରହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe