ସୁଦାମ ମାର୍ଣ୍ଡିଙ୍କ ସ୍ବାସ୍ଥ୍ୟାବସ୍ଥା ବୁଝିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ରାଜସ୍ବ ମନ୍ତ୍ରୀ ସୁଦାମ ମାର୍ଣ୍ଡି କରୋନାରେ ଆକ୍ରାନ୍ତ ହୋଇ ଆମ୍ରି ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅଛନ୍ତି। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆମ୍ରି ହସ୍ପିଟାଲ୍‌ର ନିର୍ଦ୍ଦେଶକଙ୍କ ସହ କଥା ହୋଇ ଶ୍ରୀ ମାର୍ଣ୍ଡିଙ୍କ ସ୍ବାସ୍ଥ୍ୟାବସ୍ଥା ବୁଝିଥିଲେ। ତାଙ୍କର ଦ୍ରୁତ ଆରୋଗ୍ୟ ପାଇଁ ସବୁ ପ୍ରକାର ଉଦ୍ୟମ କରିବାକୁ ଚିକିତ୍ସା କରୁଥିବା ଡାକ୍ତରଙ୍କୁ ମୁଖ୍ୟମନ୍ତ୍ରୀ କହିଥିଲେ।

ସମ୍ବନ୍ଧିତ ଖବର