ପଣାସଂକ୍ରାନ୍ତି ତଥା ଓଡ଼ିଆ ନୂଆବର୍ଷ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପବିତ୍ର ପଣାସଂକ୍ରାନ୍ତି ତଥା ଓଡ଼ିଆ ନୂଆବର୍ଷ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ଏହି ଅବସରରେ ସେ ଏକ ଭିଡିଓ ବାର୍ତ୍ତା ଦେଇ କହିଛନ୍ତି, ପବିତ୍ର ପଣାସଂକ୍ରାନ୍ତି ତଥା ଓଡ଼ିଆ ନୂଆବର୍ଷ ଅବସରରେ ଆପଣମାନଙ୍କୁ ଅଭିନନ୍ଦନ ଜଣାଉଛି। ମହାପ୍ରଭୁ ଜଗନ୍ନାଥଙ୍କ କୃପାରୁ ନୂଆବର୍ଷ ସମସ୍ତଙ୍କ ପାଇଁ ମଙ୍ଗଳମୟ ହେଉ।

ସମ୍ବନ୍ଧିତ ଖବର