ଭୁବନେଶ୍ୱର: ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ମାର୍ଚ୍ଚ ୧୦ ତାରିଖରେ ବନ୍ଦ ରହିବ। ଏକ ସରକାରୀ ପ୍ରେସ୍ ବିଜ୍ଞପ୍ତି ଅନୁଯାୟୀ, ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏନେଇ ସୂଚନା ପ୍ରଦାନ କରାଯାଇଛି।
୧୭ତମ ଓଡ଼ିଶା ବିଧାନସଭାର ତୃତୀୟ ଅଧିବେଶନ ଚାଲିଥିବା ଯୋଗୁ ଭୁବନେଶ୍ୱରର ୟୁନିଟ୍-୫ରେ ଥିବା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ବନ୍ଦ ରହିବ।
ଅଧିକ ପଢ଼ନ୍ତୁ: ଭୟନାହିଁ ଉପଭୋକ୍ତା ବିଲ୍ ନ ଦେଇ ପାରିଲେ ବି କଟିବନି ବିଦ୍ୟୁତ୍: ମନ୍ତ୍ରୀ
ପରବର୍ତ୍ତୀ ଶୁଣାଣିର ତାରିଖ ସମ୍ବାଦପତ୍ର ଏବଂ ଅନ୍ୟାନ୍ୟ ଗଣମାଧ୍ୟମ ମାଧ୍ୟମରେ ଜନସାଧାରଣଙ୍କ ଅବଗତି ନିମନ୍ତେ ଘୋଷଣା କରାଯିବ।
ଅଧିକ ପଢ଼ନ୍ତୁ: ଶ୍ରୀକଲା ଘାଟି ନିକଟରେ କାର୍ ବାଇକ୍ ମୁହାଁମୁହିଁ ଧକ୍କା: ୩ ବାଇକ୍ ଆରୋହୀ ଘଟଣା ସ୍ଥଳରେ ମୃତ
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2024-09-12t092703765z-halim.jpeg)
/sambad/media/media_files/2025/03/07/wiJFlUOkXrUCdW8vjblM.jpg)