ମା’ବିରଜାଙ୍କ ପୀଠର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଠିକ୍ ସମୟରେ ଶେଷ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

Advertisment

ଯାଜପୁରର ବିରଜା କ୍ଷେତ୍ର କେବଳ ଓଡିଶାର ନୁହେଁ, ସାରା ଦେଶର ଏକ ଗୁରୁତ୍ୱପୂର୍ଣ୍ଣ ଶକ୍ତିପୀଠ। ଓଡିଶାର ଜନସାଧାରଣଙ୍କ ଧାର୍ମିକ ଓ ଆଧ୍ୟାତ୍ମିକ ଚେତନାରେ ଏହା ଏକ ପ୍ରମୁଖ ତୀର୍ଥ କ୍ଷେତ୍ର....

ଯାଜପୁରର ବିରଜା କ୍ଷେତ୍ର କେବଳ ଓଡିଶାର ନୁହେଁ, ସାରା ଦେଶର ଏକ ଗୁରୁତ୍ୱପୂର୍ଣ୍ଣ ଶକ୍ତିପୀଠ। ଓଡିଶାର ଜନସାଧାରଣଙ୍କ ଧାର୍ମିକ ଓ ଆଧ୍ୟାତ୍ମିକ ଚେତନାରେ ଏହା ଏକ ପ୍ରମୁଖ ତୀର୍ଥ କ୍ଷେତ୍ର....

12ammpzaa0
ଭୁବନେଶ୍ୱର: ଯାଜପୁରର ବିରଜା କ୍ଷେତ୍ର କେବଳ ଓଡିଶାର ନୁହେଁ, ସାରା ଦେଶର ଏକ ଗୁରୁତ୍ୱପୂର୍ଣ୍ଣ ଶକ୍ତିପୀଠ। ଓଡିଶାର ଜନସାଧାରଣଙ୍କ  ଧାର୍ମିକ ଓ ଆଧ୍ୟାତ୍ମିକ ଚେତନାରେ ଏହା ଏକ ପ୍ରମୁଖ ତୀର୍ଥ କ୍ଷେତ୍ର।
ମହାଭାରତ, ଆଦି ଶଙ୍କରାଚାର୍ଯ୍ୟଙ୍କ ଶକ୍ତି ପୀଠସ୍ତବ ଏବଂ ବାମନ ପୁରାଣରେ ମଧ୍ୟ ମା’ ବିରଜାଙ୍କ ସମ୍ପର୍କରେ ବର୍ଣ୍ଣନା ରହିଛି। ନାଭିଗୟା ଭାବରେ ବିରଜା ପୀଠର ପ୍ରସିଦ୍ଧି ରହିଛି। ମା’ ବିରଜାଙ୍କ ପ୍ରତି ସାରା ଓଡିଶାର ଜନସାଧାରଣଙ୍କର ପ୍ରଗାଢ ଭକ୍ତି ଓ ନିଷ୍ଠା ରହିଛି।
ବିରଜା ମନ୍ଦିର ଓ ପାରିପାର୍ଶ୍ୱିକ ଉନ୍ନୟନ ପାଇଁ ଯେଉଁ ସବୁ ପ୍ରକଳ୍ପ ହାତକୁ ନିଆ ଯାଇଛି, ସେ ସବୁ ପ୍ରକଳ୍ପ ଠିକ୍ ସମୟରେ ସମ୍ପୂର୍ଣ୍ଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe