ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ବଦଳିଲେ

ମୁଖ୍ୟମନ୍ତ୍ରୀ ‌ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ ସଚିବ ବଦଳିଛନ୍ତି। ଏହି ପଦବୀ‌ରେ କାର୍ଯ୍ୟ କରୁଥିବା ଅରିନ୍ଦମ ଡାକୁଆଙ୍କୁ ବଦଳି କରାଯାଇଛି। ଅରିନ୍ଦମ ହେଉଛନ୍ତି ୨୦୧୧ ବ୍ୟାଚ୍ ଆଇଏଏସ୍ ଅଫିସର...

arindam dakua ias

arindam dakua ias Photograph: (sambad.in)

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ‌ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ ସଚିବ ବଦଳିଛନ୍ତି। ଏହି ପଦବୀ‌ରେ କାର୍ଯ୍ୟ କରୁଥିବା ଅରିନ୍ଦମ ଡାକୁଆଙ୍କୁ ବଦଳି କରାଯାଇଛି। ଅରିନ୍ଦମ ହେଉଛନ୍ତି ୨୦୧୧ ବ୍ୟାଚ୍ ଆଇଏଏସ୍ ଅଫିସର।

ତାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ପଦରୁ ବଦଳି କରାଯାଇଛି।

ତେବେ କାହିଁକି ତାଙ୍କୁ ବଦଳି କରାଗଲା ତାହା ଜଣାପଡ଼ି ନାହିଁ। ସେ ଜୁଲାଇରେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତ ହୋଇଥିଲେ।

ଅଧିକ ପଢ଼ନ୍ତୁ: ରାଜଧାନୀ ରାଜରାସ୍ତାରୁ ହଟିବେ ବୁଲା ଗାଈଗୋରୁ: ମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ‌ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ ସଚିବ ବଦଳି ପରେ ତାଙ୍କୁ ପୌର ପ୍ରଶାସନ ନିର୍ଦ୍ଦେଶକ ଭାବେ ଦାୟିତ୍ବ ପ୍ରଦାନ କରାଯାଇଛି।

ଅଧିକ ପଢ଼ନ୍ତୁ: ୩ ମହାବଳ ବାଘ ଓଡ଼ିଶା ଆସିବେ: ମନ୍ତ୍ରୀ

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe