ମୁଖ୍ୟମନ୍ତ୍ରୀଙ୍କ ପିଆର୍‌ଓଙ୍କୁ ପୁନଃନିଯୁକ୍ତି

Advertisment
ମୁଖ୍ୟମନ୍ତ୍ରୀଙ୍କ ପିଆର୍‌ଓଙ୍କୁ ପୁନଃନିଯୁକ୍ତି

Business Today

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ ଭାବେ କାର୍ଯ୍ୟରତ ସୂଚନା ଓ ଲୋକସମ୍ପର୍କ ବିଭାଗର ଉପ ନିର୍ଦ୍ଦେଶକ ସୁକାନ୍ତ ପଣ୍ଡା ଗତକାଲି ଅବସର ନେଇଥିଲେ। ଆଜି ତାଙ୍କୁ ପୁନଃନିଯୁକ୍ତି ଦିଆଯାଇଛି। ଆସନ୍ତା ଏକ ବର୍ଷ ପାଇଁ ସୂଚନା ଓ ଲୋକସମ୍ପର୍କ ବିଭାଗର ଓଏସ୍‌ଡି ଭାବେ ତାଙ୍କୁ ନିଯୁକ୍ତି ଦିଆଯାଇଛି। ସେ ପୂର୍ବ ପରି ମୁଖ୍ୟମନ୍ତ୍ରୀଙ୍କ ଲୋକସମ୍ପର୍କ ଅଧିକାରୀ ଭାବେ ଦାୟିତ୍ବ ନିର୍ବାହ କରିବେ ବୋଲି ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe