ଭୁବନେଶ୍ୱର: ଆଗାମୀ ସେପ୍ଟେମ୍ବର ୧ ତାରିଖ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ଥିବାରୁ ଆସନ୍ତା ସୋମବାର ସେପ୍ଟେମ୍ବର ୧ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ।
ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।
ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୟୁନିଟ୍-୨, ଅଶୋକନଗରସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ(କ୍ୟାପିଟାଲ ନର୍ସରି ନିକଟସ୍ଥ) ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିଥାନ୍ତି।
cm grievance cell
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2024-09-12t092703765z-halim.jpeg)
/sambad/media/media_files/2025/08/29/chief-ministers-public-grievance-hearings-will-remain-closed-on-september-1-2025-08-29-18-30-38.jpg)