୧ ସେପ୍ଟେମ୍ବରରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ

ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ଥିବାରୁ ଆସନ୍ତା ସୋମବାର ସେପ୍ଟେମ୍ବର ୧ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି...

Chief Minister's public grievance hearings will remain closed on September 1

Chief Minister's public grievance hearings will remain closed on September 1 Photograph: (sambad.in)

ଭୁବନେଶ୍ୱର: ଆଗାମୀ  ସେପ୍ଟେମ୍ବର ୧ ତାରିଖ ସୋମବାର  ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ଥିବାରୁ  ଆସନ୍ତା ସୋମବାର ସେପ୍ଟେମ୍ବର ୧ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ।

ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ  ୟୁନିଟ୍‌-୨, ଅଶୋକନଗରସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ(କ୍ୟାପିଟାଲ ନର୍ସରି ନିକଟସ୍ଥ) ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିଥାନ୍ତି। 

cm grievance cell 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe