ଆଜି ମୁଖ୍ୟମନ୍ତ୍ରୀଙ୍କ କନ୍ଧମାଳ ଗସ୍ତ

ଆଜି ମୁଖ୍ୟମନ୍ତ୍ରୀଙ୍କ କନ୍ଧମାଳ ଗସ୍ତ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର କନ୍ଧମାଳ ଜିଲ୍ଲା ଗସ୍ତରେ ଯିବେ। ମୁଖ୍ୟମନ୍ତ୍ରୀ ସେଠାରେ ଏକ ନିର୍ବାଚନୀ ସଭାରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ମଧ୍ୟାହ୍ନ ୧୨ଟାରେ ମୁଖ୍ୟମନ୍ତ୍ରୀ କନ୍ଧମାଳ ଷ୍ଟାଡିୟମରେ ପହଞ୍ଚିବେ ଏବଂ ସେଠାରେ ଆୟୋଜିତ ନିର୍ବାଚନୀ ସଭାରେ ଯୋଗଦେବେ। ସାଧାରଣ ଜନତାଙ୍କୁ ମୁଖ୍ୟମନ୍ତ୍ରୀ ଉଦବୋଧନ ଦେବାର କାର୍ଯ୍ୟକ୍ରମ ରହିଛି।
ସଭାରେ କନ୍ଧମାଳ ଲୋକସଭା ପ୍ରାର୍ଥୀଙ୍କ ସହ ସଂସଦୀୟ କ୍ଷେତ୍ରର ୭ ବିଧାନସଭା ଆସନର ପ୍ରାର୍ଥୀଙ୍କୁ ଭୋଟ ଦେବାକୁ ନବୀନ ଭୋଟରଙ୍କୁ ଅନୁରୋଧ କରିବେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe