ମାଟ୍ରିକ ପରୀକ୍ଷା ନେଇ ଉଚ୍ଚସ୍ତରୀୟ ସମୀକ୍ଷା କଲେ ମୁଖ୍ୟ ସଚିବ

ଭୁବନେଶ୍ବର : ଆଗାମୀ ମାଟ୍ରିକ ପରୀକ୍ଷା ନେଇ ସଚିବାଳୟରେ ଆଜି ସମୀକ୍ଷା କରିଛନ୍ତି ମୁଖ୍ୟଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢ଼ୀ, ଗଣଶିକ୍ଷା ସଚିବ ଓ ଡିଜିପି ରାଜେନ୍ଦ୍ର ପ୍ରସାଦ ଶର୍ମା । ଭିଡିଓ କନ୍ଫରେନ୍ସିଂ ଜରିଆରେ ୩୦ଟି ଜିଲ୍ଲାର ଜିଲ୍ଲାପାଳଙ୍କ ସହ ଆଲୋଚନା କରିବା ସହ ପରୀକ୍ଷାକୁ ଶୃଙ୍ଖଳିତ ଓ ସୁରକ୍ଷିତ କରିବା ଉପରେ ଗୁରୁତ୍ବ ଦେଉଛନ୍ତି । ପରୀକ୍ଷା ଦିନ ସକାଳୁ ପରୀକ୍ଷା କେନ୍ଦ୍ରକୁ ପ୍ରଶ୍ନ ପତ୍ର ପଠାଇବାକୁ ନିଷ୍ପତ୍ତି ନିଆଯାଇଛି ।

ସମ୍ବନ୍ଧିତ ଖବର