ଭୁବନେଶ୍ବର: ଆଜିଠାରୁ ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଆରମ୍ଭ ହୋଇଯାଇଛି। ଆଉ ଏହାରି ଭିତରେ ମୁଖ୍ୟମନ୍ତ୍ରୀ ଆଜି ଶାସକ ଦଳର ମୁଖ୍ୟ ସଚେତକ ଓ ଉପମୁଖ୍ୟ ସଚେତକଙ୍କ ନାମ ଘୋଷଣା କରିଛନ୍ତି | ମୁଖ୍ୟ ସଚେତକ ଭାବେ ବୌଦ୍ଧ ବିଧାୟକ ସରୋଜ କୁମାର ପ୍ରଧାନଙ୍କ ନାମ ଘୋଷଣା କରାଯାଇଥିବାବେଳେ ଉପ ମୁଖ୍ୟ ସଚେତକ ହେବେ ରେମୁଣା ବିଧାୟକ ଗୋବିନ୍ଦ ଚନ୍ଦ୍ର ଦାସ |
ଶାସକ ଦଳ ମୁଖ୍ୟ ସଚେତକ ହେଲେ ବୌଦ୍ଧ ବିଧାୟକ ସରୋଜ ପ୍ରଧାନ
/sambad/media/post_attachments/wp-content/uploads/2024/07/67cc4725-04bc-4e42-8850-7a50ff8af68d.jpeg)