ଶାସକ ଦଳ ମୁଖ୍ୟ ସଚେତକ ହେଲେ ବୌଦ୍ଧ ବିଧାୟକ ସରୋଜ ପ୍ରଧାନ

Advertisment
ଶାସକ ଦଳ ମୁଖ୍ୟ ସଚେତକ ହେଲେ ବୌଦ୍ଧ ବିଧାୟକ ସରୋଜ ପ୍ରଧାନ

ଭୁବନେଶ୍ବର: ଆଜିଠାରୁ ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଆରମ୍ଭ ହୋଇଯାଇଛି। ଆଉ ଏହାରି ଭିତରେ ମୁଖ୍ୟମନ୍ତ୍ରୀ ଆଜି ଶାସକ  ଦଳର ମୁଖ୍ୟ ସଚେତକ ଓ ଉପମୁଖ୍ୟ ସଚେତକଙ୍କ ନାମ ଘୋଷଣା କରିଛନ୍ତି | ମୁଖ୍ୟ ସଚେତକ ଭାବେ ବୌଦ୍ଧ ବିଧାୟକ ସରୋଜ କୁମାର ପ୍ରଧାନଙ୍କ ନାମ ଘୋଷଣା କରାଯାଇଥିବାବେଳେ ଉପ ମୁଖ୍ୟ ସଚେତକ ହେବେ ରେମୁଣା ବିଧାୟକ ଗୋବିନ୍ଦ ଚନ୍ଦ୍ର ଦାସ |

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe