ଚିକିଟି ମଦ ମୃତ୍ୟୁ ପ୍ରସଙ୍ଗ ନେଇ ବିଧାନସଭାରେ ହଟ୍ଟଗୋଳ: ସାଢ଼େ ୧୧ ଯାଏଁ ଗୃହ ମୁଲତବୀ

Advertisment
ଚିକିଟି ମଦ ମୃତ୍ୟୁ ପ୍ରସଙ୍ଗ ନେଇ ବିଧାନସଭାରେ ହଟ୍ଟଗୋଳ: ସାଢ଼େ ୧୧ ଯାଏଁ ଗୃହ ମୁଲତବୀ

ଭୁବନେଶ୍ୱର: ଗୁରୁବାର ବିଧାନସଭା ଆରମ୍ଭରୁ ହଟ୍ଟଗୋଳ ହୋଇଛି। ଗଞ୍ଜାମର ଚିକିଟି ମଦ ମୃତ୍ୟୁ ପ୍ରସଙ୍ଗରେ ବିଜେଡି ସଦସ୍ୟମାନେ ହଙ୍ଗାମା ଆରମ୍ଭ କରିଥିବାବେଳେ ଇଡି ପ୍ରସଙ୍ଗରେ ବିରୋଧୀ କଂଗ୍ରେସ ସଦସ୍ୟମାନେ ଗୃହରେ ପ୍ରବଳ ହଟ୍ଟଗୋଳ କରିଥିଲେ।

ଗୃହର ସାଧାରଣ କାର୍ଯ୍ୟ ସମ୍ଭବ ନ ହେବାରୁ ବାଚସ୍ପତି ସୁରମା ପାଢ଼ୀ ସାଢ଼େ ୧୧ଟା ପର୍ଯ୍ୟନ୍ତ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି। ଉଭୟ ଦଳ ବାଚସ୍ପତିଙ୍କ ପୋଡିୟମ ନିକଟକୁ ଆସି ହୋ-ହଲ୍ଲା କରିଥିଲେ। ଫଳରେ ବାଚସ୍ପତି ଗୃହକୁ ମୁଲତବୀ ଘୋଷଣା କରିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe