Children start school: Chief Minister extends congratulations Photograph: (sambad.in)
ଭୁବନେଶ୍ବର: ଏପ୍ରିଲ୍ ୨ ତାରିଖ ବୁଧବାରଠାରୁ ଶିଶୁ ବାଟିକାରେ ପାଠପଢ଼ା ଆରମ୍ଭ ହେବ। ଛୋଟ ଛୋଟ ପିଲା ଖଡ଼ି ଛୁଇଁବେ। ପାରମ୍ପରିକ ରୀତିନୀତିରେ ପିଲାଙ୍କର ବିଦ୍ୟାଳୟରେ ପ୍ରବେଶ ଉତ୍ସବ ପାଳନ କରାଯିବ। ୨୦୨୫-୨୬ ଶିକ୍ଷାବର୍ଷ ପାଇଁ ସ୍କୁଲରେ ନାମଲେଖା ପ୍ରକ୍ରିୟା ଆରମ୍ଭ ହେବ।
ନୂଆ କରି ପାଠ ଆରମ୍ଭ କରୁଥିବା ପିଲାମାନଙ୍କ ପାଇଁ ଅପ୍ରେଲ ୨ରେ 'ଶିଶୁ ବାଟିକା' ବ୍ୟବସ୍ଥାର ଶୁଭାରମ୍ଭ ହେଉଛି। ଏଥିସହ 'ପ୍ରବେଶ ଉତ୍ସବ' ଏବଂ 'ଖଡ଼ି ଛୁଆଁ' କାର୍ଯ୍ୟକ୍ରମ ଆୟୋଜିତ ହେଉଛି। ଆସନ୍ତୁ ଏହି କାର୍ଯ୍ୟକ୍ରମରେ ସମସ୍ତେ ସାମିଲ ହେବା। ପିଲାମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ ଗଢ଼ିବା।
ଅଧିକ ପଢ଼ନ୍ତୁ: କଟିଗଲା ସିଗ୍ନାଲ୍ କେବୁଲ ରାଉଲକେଲା-ଝାରସୁଗଡ଼ା ମଧ୍ୟରେ ଟ୍ରେନ୍ ଚଳାଚଳ ବାଧାପ୍ରାପ୍ତ
CM Mohan Charan Majhi | Sisu vatika
Follow Us