ଆସନ୍ତା ଶିକ୍ଷାବର୍ଷରୁ ୪୦ଟି ହାଇସ୍କୁଲରେ ଖୋଲିବ ଏକାଦଶ ଶ୍ରେଣୀ: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ବର: ଆସନ୍ତା ଶିକ୍ଷାବର୍ଷରୁ ହାଇସ୍କୁଲରେ ଏକାଦଶ ପାଠପଢା ଆରମ୍ଭ ହେବ। ୨୦୨୩-୨୪ ଶିକ୍ଷାବର୍ଷରୁ ୪୦ଟି ଉଚ୍ଚ ବିଦ୍ୟାଳୟ ରେ ଏକାଦଶ ଖୋଲିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀରରଞ୍ଜନ ଦାଶ ସୂଚନା ଦେଇଛନ୍ତି ।
ସେ କହିଛନ୍ତି, ଏ ନେଇ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ଚାଲିଛି। ସ୍ୱତନ୍ତ୍ର ଶିକ୍ଷକ ଏକାଦଶ ଶ୍ରେଣୀ ପାଇଁ ନିଯୁକ୍ତ ହେବେ।

ସମ୍ବନ୍ଧିତ ଖବର