ଭୁବନେଶ୍ବର: ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏଁ ଏବେ ସ୍କୁଲ ଖୋଲିବ ନାହିଁ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ଆଜିଠୁ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ସ୍କୁଲ ଖୋଲିବା ନେଇ ଚର୍ଚ୍ଚା ହେଉଥିଲା।
ବଢ଼ୁଥିବା କରୋନା ସଂକ୍ରମଣକୁ ଦେଖି ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ସ୍କୁଲ ଖୋଲିବା ନିଷ୍ପତ୍ତିର ପୁନର୍ବିଚାର କରାଯାଉଛି। ସୀମାନ୍ତ ଜିଲ୍ଲାଗୁଡ଼ିକରେ ନୋଡାଲ ଅଫିସର ପହଞ୍ଚିଛନ୍ତି। ସେଠାରେ କୋଭିଡ୍ ନିୟମ ପାଳନ ନେଇ ତଦାରଖ କରୁଛନ୍ତି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2021/02/Classt-I-to-XIII-School-Will-Be-Closed-For-Now_Thumbnail.jpg)