ଫନିପାଇଁ ଆତଙ୍କିତ ନ ହୋଇ ସରକାରଙ୍କୁ ସହଯୋଗ କରିବାକୁ ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଫନି ପାଇଁ ଆତଙ୍କିତ ନ ହେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପରାମର୍ଶ ଦେଇଛନ୍ତି। ସେ କହିଛନ୍ତି ଯେ ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ସଂପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ‘ ପ୍ରତିଟି ଜୀବନ ଆମ ପାଇଁ ମୂଲ୍ୟବାନ,ଆତଙ୍କିତ ହୁଅନ୍ତୁନି, ଶାନ୍ତ ରୁହନ୍ତୁ; ସରକାରଙ୍କୁ ସହଯୋଗ କରନ୍ତୁ।’

ସମ୍ବନ୍ଧିତ ଖବର