ଟ୍ରକ୍‌-ଅଟୋ ଦୁର୍ଘଟଣା : ମୃତକଙ୍କ ପରିବାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା

Advertisment
ଟ୍ରକ୍‌-ଅଟୋ ଦୁର୍ଘଟଣା : ମୃତକଙ୍କ ପରିବାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା

କଣାସ : ଗତ ୨୧ ତାରିଖ ରାତିରେ ଶବ ଦାହ କରି ଘରକୁ ଫେରୁଥିଲା ବେଳେ ଶୁକଳ ଠାରେ ଅଟୋ ସହିତ ଟ୍ରକ୍‌ ଧକ୍କା ହେବା ଫଳରେ ୪ ଜଣଙ୍କର ମୃତ୍ୟୁ ଘଟିଥିଲା। ଗତକାଲି ଏହି ମୃତ୍ୟୁ ସଂଖ୍ୟା ୭କୁ ବୃଦ୍ଧି ପାଇଛି। ତେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ତାଙ୍କ ରିଲିଫ ପାଣ୍ଠିରୁ ପ୍ରତି ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କା ସହାୟତା ପ୍ରଦାନ କରିବେ ବୋଲି ଘୋଷଣା କରିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe