CM celebrates Holi with police officers, watch video
ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ବରିଷ୍ଠ ଆଇପିଏସ୍ ଅଧିକାରୀଙ୍କ ସହ ହୋଲି ଉତ୍ସବରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇଥିଲେ ।
ଡିଜିପି ୱାଇବି ଖୁରାନିଆ, ପୁଲିସ କମିସନର ସୁରେଶ ଦେବ ଦତ୍ତ ସିଂହ ଏବଂ ଅନ୍ୟାନ୍ୟ ପୁଲିସ ଅଧିକାରୀମାନେ ଉପସ୍ଥିତ ଥିଲେ।
ଅଧିକ ପଢ଼ନ୍ତୁ: ପୁରୀର ପାରମ୍ପରିକ ହୋଲି ଉତ୍ସବରେ ଯୋଗଦେଲେ ହେମା ମାଳିନୀ
ଏହାର ଭିଡିଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜ ସୋସିଆଲ ମିଡିଆ ଏକ୍ସ ହ୍ୟାଣ୍ଡେଲରେ ପୋଷ୍ଟ୍ କରିଛନ୍ତି। ଉତ୍ସବ ପରେ ମୁଖ୍ୟମନ୍ତ୍ରୀ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି।
ଅଧିକ ପଢ଼ନ୍ତୁ:ଚମ୍ପୁଆରେ ଗୋଟିଏ ପରିବାରର ୩ ଜଣଙ୍କ ପ୍ରାଣହାନି: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
Follow Us