ପିଲାମାନଙ୍କ ଶିକ୍ଷା ଉପରେ ଗୁରୁତ୍ୱ ଦେବାକୁ କହିଲେ ମୁଖ୍ୟମନ୍ତ୍ରୀ

ମହିଳାଙ୍କ ପାଇଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ସହାୟତା ରାଶି ୭ ଲକ୍ଷକୁ ବୃଦ୍ଧିି

????????????????????????????????????

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରାଥମିକ ଶିକ୍ଷାକୁ ଗୁରୁତ୍ୱ ଦେଇଛନ୍ତି। ସେ ପିଲାମାନଙ୍କ ଶିକ୍ଷା ଉପରେ ଅଧିକ ଗୁରୁତ୍ୱ ଦେବାକୁ ପରାମର୍ଶ ଦେଇଛନ୍ତି। ରାଜ୍ୟ ସଚିବାଳୟରେ ‘ଆମ ଗାଁ ବିକାଶ କାର୍ଯ୍ୟକ୍ରମ’ରେ ଶନିବାର ନବୀନ ପଞ୍ଚାୟତ ପ୍ରତିନିଧି ଓ ଜନସାଧାରଣଙ୍କୁ ପରାମର୍ଶ ଦେଇଛନ୍ତି। ଏଥି ସହିତ ଆମ ମୁଖ୍ୟମନ୍ତ୍ରୀ ଆମ କଥା ଜରିଆରେ ବିଭିନ୍ନ ବିଷୟରେ ଆଲୋଚନା କରିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe