ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ପ୍ରଥମ ଶୁଣାଣି କରିଛନ୍ତି। ସେ ପ୍ରଥମେ କେନ୍ଦୁଝର ଜିଲ୍ଲା ଆନନ୍ଦପୁରରୁ ଆସିଥିବା ବ୍ୟକ୍ତିଙ୍କ ଅଭିଯୋଗ ଶୁଣିଛନ୍ତି। ପ୍ରଥମ ଶୁଣାଣିରେ ଅଭିଯୋଗ ନେଇ ଆସିଥିବା ଭୂମିହୀନ ବ୍ୟକ୍ତିଙ୍କୁ ଜାଗା ଦେବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।
ଅଭିଯୋଗ ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀଙ୍କ ପ୍ରଥମ ଶୁଣାଣି: ଭୂମିହୀନ ବ୍ୟକ୍ତିଙ୍କୁ ଜାଗା ଦେବାକୁ ନିର୍ଦ୍ଦେଶ ଦେଲେ
/sambad/media/post_attachments/wp-content/uploads/2024/07/m-n.jpg)