ଓଡ଼ିଆ ସାମ୍ବାଦିକତା ଦିବସ ଅବସରରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

Advertisment
ମିଳିତ ଓଡ଼ିଶା ନିଶା ନିବାରଣ ଅଭିଯାନର ଆହ୍ବାନ: ସାମିଲ ‌ହୁଅନ୍ତୁ ମୁଖ୍ୟମନ୍ତ୍ରୀ, ଅନ୍ୟ ମନ୍ତ୍ରୀ

ଭୁବନେଶ୍ବର: ଓଡ଼ିଆ ସାମ୍ବାଦିକତା ଦିବସ ଅବସରରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଜଣାଇଛନ୍ତି।

ସେ ନିଜର ‘ଏକ୍ସ’ରେ ଲେଖିଛନ୍ତି, ୧୮୬୬ ମସିହା ଆଜିର ଦିନରେ ଓଡ଼ିଶାର ପ୍ରଥମ ସମ୍ବାଦପତ୍ର 'ଉତ୍କଳ ଦୀପିକା' ପ୍ରକାଶ ପାଇଥିଲା। "ଓଡ଼ିଆ ସାମ୍ବାଦିକତା ଦିବସ" ଅବସରରେ ଓଡ଼ିଆ ଭାଷାରେ ସମ୍ବାଦ ପରିବେଷଣ ଦ୍ୱାରା ଜନସାଧାରଣଙ୍କୁ ସଚେତନ କରୁଥିବା ସମସ୍ତ ସାମ୍ବାଦିକ ଭାଇ ଓ ଭଉଣୀ ମାନଙ୍କୁ ସାଧୁବାଦ୍।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe