Moneycontrol
ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶା ପବ୍ଲିକ ସର୍ଭିସ କମିସନ( ଓପିଏସସି) ଦ୍ୱାରା ପରିଚାଳିତ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ୫୦୦ ସଫଳ ପ୍ରାର୍ଥୀଙ୍କୁ ରାଜ୍ୟ ସଚିବାଳୟରେ ଆସିଷ୍ଟାଣ୍ଡ୍ ସେକ୍ସନ ଅଫିସର ପଦବୀ ନିଯୁକ୍ତିକୁ ଅନୁମୋଦନ ଦେଇଛନ୍ତି। ଚଳିତବର୍ଷ ଜାନୁଆରୀ ୨୦ ତାରିଖରେ ରାଜ୍ୟ ସଚିବାଳୟରେ ଖାଲି ପଡ଼ିଥିବା ୫୦୦ଟି ଏଏସ୍ଓ ପଦ ପୂରଣ ଲାଗି ଓପିଏସ୍ସି ପକ୍ଷରୁ ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ଏହି ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କ ନିଯୁକ୍ତି ଲାଗି ଓପିଏସ୍ସି ସୁପାରିସ କରିଥିଲା। ଏମାନଙ୍କ ନିଯୁକ୍ତିକୁ ମୁଖ୍ୟମନ୍ତ୍ରୀ ଆଜି ଅନୁମୋଦନ କରିଛନ୍ତି।
Follow Us