ରଜ ଉପଲକ୍ଷେ ରାଜ୍ୟବାସୀଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଭୁବନେଶ୍ୱର: ରଜ ଉପଲକ୍ଷେ ଶୁକ୍ରବାର ଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କ ସୁଖ ଓ ସମୃଦ୍ଧି କାମନା କରି ଅଭିନନ୍ଦନ ଜଣାଇଛନ୍ତି।
Sambad is now on WhatsApp
Join and get latest news updates delivered to you via WhatsApp
ସେ ଟୁଇଟ୍ କରିଛନ୍ତି: ଓଡ଼ିଶାର ଅନନ୍ୟ ସାଂସ୍କୃତିକ ଗଣପର୍ବ ରଜ ଉପଲକ୍ଷେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା। ଆମ ଗୌରବମୟ ପରମ୍ପରାର ପ୍ରତୀକ ଏହି ପର୍ବ ସମାଜରେ ଆନନ୍ଦ, ଉତ୍ସାହ ଓ ଉଲ୍ଲାସ ଭରିଦେଉ। ସମସ୍ତଙ୍କ ସୁଖ ଓ ସମୃଦ୍ଧି କାମନା କରୁଛି।
ଓଡ଼ିଶାର ଅନନ୍ୟ ସାଂସ୍କୃତିକ ଗଣପର୍ବ ରଜ ଉପଲକ୍ଷେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା। ଆମ ଗୌରବମୟ ପରମ୍ପରାର ପ୍ରତୀକ ଏହି ପର୍ବ ସମାଜରେ ଆନନ୍ଦ, ଉତ୍ସାହ ଓ ଉଲ୍ଲାସ ଭରିଦେଉ। ସମସ୍ତଙ୍କ ସୁଖ ଓ ସମୃଦ୍ଧି କାମନା କରୁଛି। pic.twitter.com/UotOAMC0bV
— Naveen Patnaik (@Naveen_Odisha) June 14, 2019