କେନ୍ଦୁଝର: କେନ୍ଦୁଝର ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବଣ୍ଟନ କାର୍ଯ୍ୟକ୍ରମରେ ଭର୍ଚୁଆଲ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିଛନ୍ତି। ଏହାଫଳରେ ସ୍ମାର୍ଟ ହେଲଥ କାର୍ଡ଼ ଯୋଜନାରେ ଯୋଡ଼ି ହେଲା କେନ୍ଦୁଝର। ଜିଲ୍ଲାର ୪ଲକ୍ଷ ୧୯ ହଜାର ଲୋକ ସ୍ମାର୍ଟ ହେଲଥ କାର୍ଡ ପାଇବେ। ସ୍ମାର୍ଟ ହେଲଥ କାର୍ଡ ଯୋଗୁଁ ରାଜ୍ୟର ୩ କୋଟି ଲୋକ ଉପକୃତ ହେବେ। ଏହି ଅବସରରେ ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ।
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
{{#pages}}
{{/pages}}
Follow Us