ରାକ୍ଷୀ ପୂର୍ଣ୍ଣିମା ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ, ନବୀନ ନିବାସ ନ ଆସିବାକୁ କଲେ ଅନୁରୋଧ

Advertisment
ସୋମବାର କ୍ୟାବିନେଟ୍, ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ବସିବ ବୈଠକ

Republic World

ଭୁବନେଶ୍ବର: ରାକ୍ଷୀ ପୂର୍ଣିମା ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। କୋଭିଡକୁ ଦୃଷ୍ଟିରେ ରଖି ଗହଳି ନ କରି ଜନସାଧାରଣ ନିରାପଦରେ ରକ୍ଷାବନ୍ଧନ ପର୍ବ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଏଥି ସହିତ ଆସନ୍ତାକାଲି ରକ୍ଷାବନ୍ଧନ ପାଇଁ ନବୀନ ନିବାସକୁ ନ ଆସିବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe